Looking for our company website?  
AgroStar Krishi Gyaan
Pune, Maharashtra
06 Jul 19, 04:00 PM
ଆଜିର ଫଟୋଏଗ୍ରୋଷ୍ଟାର ଏଗ୍ରୋନୋମୀ ସେଣ୍ଟର ଅଫ ଏକ୍ସଲେନ୍ସ
ଅତ୍ୟଧିକ କୋବି ଫସଲ ପାଇଁ ଉପଯୁକ୍ତ ପୋଷଣ ପରିଚାଳନା
କୃଷକଙ୍କ ନାମ: ଶ୍ରୀ. ସତିଶ ରୋଡ଼େ ରାଜ୍ୟ: ମହାରାଷ୍ଟ୍ର ଟିପ୍‌: ପ୍ରତି ଏକର ପିଛା ଡ଼୍ରିପ୍‌ ମାଧ୍ୟମରେ 19:19:19 @3 କିଲୋଗ୍ରାମ୍‍ ଦିଅନ୍ତୁ ଏବଂ ପ୍ରତି ପମ୍ପରେ 20 ଗ୍ରାମ୍‌ ମାଇକ୍ରୋନ୍ୟୁଟ୍ରିରେଣ୍ଟ ସ୍ପ୍ରେ କରନ୍ତୁ |
ଯଦି ଆପଣ ଏହି ସୂଚନା ଉପଯୋଗୀ ପାଆନ୍ତି, ତେବେ ଫଟୋ ତଳେଥିବା ହଳଦିଆ ଥମ୍ବସ୍‌ ଅପ୍‌ ଚିହ୍ନ ଉପରେ କ୍ଲିକ୍‌ କରନ୍ତୁ ଏବଂ ତଳେ ଦିଆଯାଇଥିବା ବିକଳ୍ପ ବ୍ୟବହାର କରି ନିଜର କୃଷକ ମିତ୍ରଗଣଙ୍କ ସହ ମଧ୍ୟ ସେୟାର୍‌ କରନ୍ତୁ |
357
34